Odia News Portal
Yearly Archives

2025

ବିଏମସିର ନୂଆ ନିୟମ: ଏଣିକି ମନ ଇଚ୍ଛା ରାସ୍ତାକଡ଼ରେ ବ୍ୟବସାୟ କରିପାରିବେନି ଉଠା ଦୋକାନୀ

ଉଠା ଦୋକାନୀଙ୍କ ପାଇଁ ଆସିବ ସ୍ୱତନ୍ତ୍ର ନିୟମ। ଏଣିକି ମନ ଇଚ୍ଛା ରାସ୍ତାକଡ଼ରେ ବ୍ୟବସାୟ କରିପାରିବେନି ଉଠା ଦୋକାନୀ। ନିର୍ଦ୍ଧିଷ୍ଟ ସମୟରେ ଚକ ଥିବା ଟ୍ରଲିରେ ଜିନିଷ ରଖି ବେପାର କରିବେ। ସମୟ ସରିଲେ ରାସ୍ତା ଉପରେ ଆଉ ଠେଲା ଗାଡ଼ିକୁ ରଖିପାରିବେନି ବୋଲି କଡ଼ା ଚେତାବନୀ ଦେଇଛି…

ମା’ କାଳୀଙ୍କ ମେଢ ବୁଲି ଆଶିଷ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କାଳୀ ମେଢ ବୁଲି ଆଶିଷ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନରେ ସନ୍ଧ୍ୟାରେ କେନ୍ଦୁଝର ସହରର ମାଧପୁର କାଳୀ ମନ୍ଦିରକୁ ଯାଇଥିଲେ ।  ସେଠାରେ ମା କାଳୀଙ୍କୁ ଆଳତି କରି ପୁଷ୍ପାଞ୍ଜଳି ଦେଇ ଆଶୀର୍ବାଦ ନେଇଥିଲେ ।  ମନ୍ଦିର ପକ୍ଷରୁ ମା କାଳୀଙ୍କର ଏକ ଫଟୋ ଚିତ୍ର…

ପୁଲିସ ହାତରେ ମିଛ ଚାକିରି ରାକେଟ୍‌: ୨ ଗିରଫ, ୬୨ ଲକ୍ଷ ଟଙ୍କା ଜବତ

୧୨ ହଜାର ଟଙ୍କା ମିଛ ଚାକିରି ବିକ୍ରି ମାମଲାରେ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବୁର୍ଲା ଥାନା ପୁଲିସ। ଗିରଫ ବ୍ୟକ୍ତିମାନେ ହେଲେ ବଡ଼ବଜାରର ରାହୁଲ ଓରଫ ସମ୍ରାଟ ରାୟ (୩୨) ଏବଂ ସାତୁପାଲିର ପଦ୍ମାବତୀ ତାଣ୍ଡି (୩୪)। ଏମାନେ ଏକ ବର୍ଷ ମଧ୍ୟରେ…

ରେଳ ଧାରଣାରେ ‌ରିଲ୍‌ସ କଲେ ଜେଲ୍‌

ଚଳନ୍ତା ଟ୍ରେନ୍‌ କିମ୍ବା ରେଳ ଟ୍ରାକ୍‌ ଉପରେ ରିଲ୍‌ସ କରୁଥିଲେ ସାବଧାନ। ଉଲ୍ଲଂଘନକାରୀଙ୍କୁ ଆର୍ଥିକ ଦଣ୍ଡ ସହ ଜେଲ୍‌ ହୋଇପାରେ। ରେଳ ଓ ‌ଟ୍ରାକ୍‌ ଉପରେ ସେଲ୍‌ଫି ନେବା, ଫଟୋ ଉଠାଇବା, ଭିଡିଓ କରିବା, ରିଲ୍‌ସ କରି ଦୁର୍ଘଟଣାର ଶିକାର ହେବା ଖବର ବାରମ୍ବାର ନଜରକୁ ଆସିବା ପରେ ପୂର୍ବତଟ…

ମାମୁ ଭଣଜାଙ୍କର ଗୋଡ଼ ହାତ ବାନ୍ଧି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍

ଲଇକେରା ଥାନା କୁଅଁରମାଲ ଗ୍ରାମର ମଳୟ ନାଏକଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ହୋଇଛି। ଗତକାଲି ବୁଧବାର ମଳୟ ଏବଂ ତାଙ୍କ ପତ୍ନୀ ମେଡ଼ିକାଲ କାମରେ ଭୁବନେଶ୍ୱର ଯାଇଥିବା ବେଳେ ଘରେ ମଳୟଙ୍କର ପୁଅ ମନର୍ସ ଏବଂ ମାମୁ ରାତିରେ ଶୋଇଥିଲେ। ରାତି ପ୍ରାୟ ଗୋଟାଏ ବେଜେ ଚାରିଜଣ…

କୋରେଇ ବିଧାୟକ ଶ୍ରୀ ଆକାଶ ଦାସନାୟକ’ଙ୍କ ଦ୍ଵାରା ବ୍ୟାସନଗର ପୌରପରିଷଦରେ ୧୦ ଗୋଟି ବିଦ୍ୟାଳୟରେ ୧୯ ଗୋଟି…

ବ୍ୟାସନଗର ପୈାରାଅଂଚଳ ସହରରେ ବର୍ତ୍ତମାନ ସମୟର ସରକାରଙ୍କ ପ୍ରୟାସ ବଳରେ ସହରର ଅବହେଳିତ ଓ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଥିବା ବିଦ୍ୟାଳୟ ଗୃହଗୁଡିକ ଏବେ ନୂତନ ରୂପ ନେଉଛି। ଏହି କ୍ରମରେ କୋରେଇ ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ଆକାଶ ଦାସନାୟକ'ଙ୍କ କରକମଳରେ ଆଜି…

ସାଇବର ସୁରକ୍ଷା ସଚେତନତା  ଅଭିଯାନ  ୨୦୨୫ ଉଦଘାଟିତ

ଜଗତସିଂହପୁର ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ସାଇବର ସଚେତନତା ସୁରକ୍ଷା ଅଭିଯାନ୨୦୨୫ ଉଦଘାଟିତ ହୋଇଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲାପାଳ ଜେ ସୋନାଲ ଯୋଗଦେଉ ସାଇବର ସୁରକ୍ଷା ଅଭିଯାନର ସଚେତନତା କାର୍ଯ୍ୟକ୍ରମକୁ…

ବ୍ରିଜରୁ ୩୦ ଫୁଟ ତଳକୁ ଖସିଲା ବାଇକ, ଯୁବକଙ୍କ ମୃତ୍ୟୁ

ବ୍ରିଜରୁ ୩୦ ଫୁଟ ତଳକୁ ଖସିଲା ବାଇକ। ଫଳରେ ଯୁବକଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ମୌଳଭଣଞ୍ଜା ବ୍ରିଜରେ ଗୋଟିଏ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ୩୦ଫୁଟ ତଳକୁ ଖସିପଡ଼ିଛି । ଘଟଣାସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଧର୍ମପୁର ଗାଁର…

ଶୀତକାଳ ପାଇଁ ବନ୍ଦ ହେଲା କେଦାରନାଥ କପାଟ, ୬ ମାସ ପାଇଁ ଦର୍ଶନ ବନ୍ଦ

କେଦାରନାଥ ମନ୍ଦିର କପାଟ ଶୀତକାଳ ପାଇଁ ବନ୍ଦ କରିଦିଆଯାଇଛି । ଆଜିଠାରୁ ୬ ମାସ ଯାଏଁ କପାଟ ବନ୍ଦ ରହିଛି । ଆଜି ସକାଳ ୮.୩୦ରୁ ବନ୍ଦ ରହିଛି କପାଟ । ବନ୍ଦ ହେବା ପୂର୍ବରୁ ଧାମରେ ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଥିଲା । ହଜାର ହଜାର ଶ୍ରଦ୍ଧାଳୁ ବାବାଙ୍କ ଦର୍ଶନ କରିଥିଲେ । କପାଟ ବନ୍ଦ…

ଦେଶୀ ବନ୍ଧୁକ କାରଖାନା ଠାବ, ୨ ଗିରଫ

ଆଜି ଗଜପତିଜିଲ୍ଲା ମୋହନା ଥାନା ପୁଲିସ ଏକ ଦେଶୀ ବନ୍ଧୁକ ତିଆରି କାରଖାନା ଠାବ କରିଛି। ଏ ସଂକ୍ରାନ୍ତରେ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୧୨ଟି ଦେଶୀ ବନ୍ଧୁକ ଜବତ କରାଯାଇଥିବା ନେଇ ଗଜପତି ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା ମୋହନା ଥାନାରେ ଆୟୋଜିତ ସାମ୍ବାଦିକ…