ବାଣୀବିହାର କ୍ୟାମ୍ପସ୍ରୁ ବାହାରିବେ ଅଣଛାତ୍ର, ଆରମ୍ଭ ହେଲା ପୁଲିସ ରେଡ୍
ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ । ଆଜି ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରାବାସ ଗୁଡ଼ିକ ଉପରେ ରେଡ୍ କରିବ କମିସନରେଟ୍ ପୁଲିସ । ଦିନ ୧୦.୩୦ମିନିଟ୍ ପରଠୁ ବିଭିନ୍ନ ହଷ୍ଟେଲରେ ଛାପା ମାରିବା ଆରମ୍ଭ କରିଛି । ଉତ୍କଳ ୟୁନିଭର୍ସିଟି ହଷ୍ଟେଲ ୧, ୨, ୩ ଓ ୫ ହଷ୍ଟେଲରୁ ବିଦା ହେବେ…
