ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି
ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଝାରସୁଗୁଡାରେ ପହଞ୍ଚିଲେ ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ । ବିମାନବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ୱାଗତ କରିଛନ୍ତି । ବିମାନବନ୍ଦର ବାହାରେ…
