ସଚ୍ଚୋଟତାକୁ କାର୍ଯ୍ୟଶୈଳୀର ଅବିଚ୍ଛେଦ୍ୟ ଅଙ୍ଗ କରନ୍ତୁ: ମୁଖ୍ୟମନ୍ତ୍ରୀ
ସରକାରୀ ଚାକିରି କେବଳ ସୁରକ୍ଷିତ ଜୀବନ ଜୀବିକା ପ୍ରଦାନ କରି ନଥାଏ, ଏହା ହେଉଛି ଜନସେବାର ଏକ ପ୍ରକୃଷ୍ଟ ଓ ପ୍ରଭାବୀ ମାଧ୍ୟମ। ସରକାରଙ୍କ ନୀତି ନିୟମର ମର୍ଯ୍ୟାଦାରେ ରହି ନିଜ କାର୍ଯ୍ୟ ସମ୍ପାଦନ କରିବା ହେଉଛି ସରକାରୀ କର୍ମଚାରୀଙ୍କ କର୍ତ୍ତବ୍ୟ। ଦୁର୍ନୀତିରୁ ଊର୍ଦ୍ଧ୍ୱରେ ରହି ଭଲ କାମ…
