Odia News Portal
Yearly Archives

2025

ରାଜ ଭବନରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର, ତା: ୨୩/୦୮/୨୦୨୫: ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡିକର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନିର୍ଦ୍ଦେଶ ଦେଇଛନ୍ତି I ଚଳିତ ଅଗଷ୍ଟ ୨୩ ତାରିଖ ଦିନ ରାଜଭବନର ନ୍ୟୁ ଅଭିଷେକ…

ଆମେରିକାକୁ ଡାକସେବା ବନ୍ଦ

ଏଣିକି ଡାକରେ ଆମେରିକାକୁ ପାର୍ସଲ ପଠାଇବା କଷ୍ଟକର ହୋଇପଡ଼ିବ । କାରଣ ଭାରତର ଡାକ ବିଭାଗ ଆସନ୍ତା ୨୫ ତାରିଖରୁ ଆମେରିକାକୁ ଡାକ ସେବାକୁ ଅସ୍ଥାୟୀ ଭାବରେ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆମେରିକା ସରକାରଙ୍କ ଦ୍ୱାରା ସମ୍ପ୍ରତି ଜାରି ହୋଇଥିବା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶ…

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମନଖୋଲି କଥା ହେଲେ, ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ପହଂଚି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବୀନ ପଟ୍ଟନାୟକ ସୁସ୍ଥ ହୋଇ ମେଡିକାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କ ପାଖରେ ପହଂଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ମନଖୋଲି କଥା ହୋଇଛନ୍ତି । କେବଳ ମୁଖ୍ୟମନ୍ତ୍ରୀ…

ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍

ହୀରାକୁଦ ଡ୍ୟାମର ୪ଟି ଗେଟ୍ ଖୋଲିଛି। ଏବେ ବାମ ପାର୍ଶ୍ବର ୩ଟି ଓ ଡାହାଣ ପାର୍ଶ୍ବର ଗୋଟିଏ ଗେଟ୍‌ ଖୋଲାଯାଇଛି। ହୀରାକୁଦରୁ ଏହିସବୁ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାଯାଇଛି। ଲଗାଣ ବର୍ଷା ହେତୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବା ହେତୁ ଏଭଳି ପଦକ୍ଷେପ ନିଆଯାଇଛି।…

ଉତ୍ତରାଖଣ୍ଡରେ ପୁଣି ବାଦଲଫଟା ବର୍ଷା ସମଗ୍ର ଅଞ୍ଚଳରେ ବ୍ୟାପକ କ୍ଷତି

ଶୁକ୍ରବାର ବିଳମ୍ବିତ ରାତିରେ ଉତ୍ତରାଖଣ୍ଡର ଚମୋଲିରେ ବାଦଲଫଟା ବର୍ଷା ହୋଇ ସମଗ୍ର ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଥରାଲି ବଜାର, କୋଟଦୀପ ଏବଂ ଥରାଲି ତହସିଲ କମ୍ପ୍ଲେକ୍ସରେ ପ୍ରବଳ ପରିମାଣର ଭଗ୍ନାବଶେଷ ଘର, ଏସଡିଏମ୍ ବାସଭବନ ଏବଂ ଅନ୍ୟାନ୍ୟ କୋଠାବାଡ଼ିରେ ପାଣି ପଶିଯିବାରୁ ପ୍ରବଳ…

ଆଇନରେ ପରିଣତ ହେଲା ଅନଲାଇନ ଗେମିଂ ବିଲ୍

ଆଇନରେ ପରିଣତ ହେଲା ଅନଲାଇନ ଗେମିଂ ବିଲ୍। ରାଷ୍ଟ୍ରପତିଙ୍କ ସ୍ଵାକ୍ଷର ଓ ଗେଜେଟ୍ ନୋଟିଫିକେସନ ପରେ ଏହା ଆଇନରେ ପରିଣତ ହୋଇଛି। ଆଗରୁ ସଂସଦର ଉଭୟ ଗୃହରେ ଏହା ଗୃହୀତ ହୋଇଥିଲା । ଆଇନ ହେବା ପରେ ଡ୍ରିମ 11, ଗେମସ 24X7 ଓ ମୋବାଇଲ ପ୍ରିମିୟର ଲିଗ୍, ନଜାରା ଟେକନୋଲୋଜିସ ଲିମିଟେଡ ଦ୍ବାରା…

E-KYC କରି ନ ଥିବାରୁ ରାସନ କାର୍ଡ଼ ପାଇବାରୁ ବଞ୍ଚିତ ହେବେ ୧୯ ଲକ୍ଷ ହିତାଧିକାରୀ

E-KYC କରିନଥିବାରୁ ରାସନ କାର୍ଡ଼ ପାଇବାରୁ ବଞ୍ଚିତ ହେବେ ରାଜ୍ୟର ପ୍ରାୟ ୧୯ ଲକ୍ଷ ହିତାଧିକାରୀ । ଏହି ହିତାଧିକାରୀମାନେ କେବଳ ରାସନ କାର୍ଡ଼ରୁ ନୁହେଁ ବରଂ ବିଭିନ୍ନ ସରକାରୀ ଯୋଜନାରୁ ମଧ୍ୟ ବଞ୍ଚିତ ହେବେ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ। କାରଣ E-KYC ନହେଲେ କେବଳ ରାସନ ସାମଗ୍ରୀ…

ପଶ୍ଚିମବଙ୍ଗକୁ ଯାଉଥିବା ସରକାରୀ ଟଙ୍କା ଟିଏମସି କର୍ମୀଙ୍କ ପାଇଁ ଖର୍ଚ୍ଚ ହେଉଛି : ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର କୋଲକାତା ଗସ୍ତ କରି ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଏହି ସଭାରେ ଭାଷଣ ଦେବା ସମୟରେ ତୃଣମୂଳ କଂଗ୍ରେସ (ଟିଏମସି) ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଥିଲେ। ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ…

‘ନିରନ୍ତର ପ୍ରଚେଷ୍ଟା ପରେ ହିଁ ବିଜେପି ଓଡ଼ିଶାବାସୀଙ୍କ ଆସ୍ଥାଭାଜନ ହୋଇପାରିଛି’

‘ଓଡ଼ିଆ ଅସ୍ମିତା’ ଏକ ରାଜନୈତିକ ପ୍ରସଙ୍ଗ ନୁହେଁ ବରଂ ଏକ ସାଂସ୍କୃତିକ, ଅର୍ଥନୈତିକ ଆକାଂକ୍ଷା, ଗୋଟିଏ ସଭ୍ୟତାକୁ ପ୍ରତିଫଳିତ ଓ ପ୍ରବାହିତ କରିବା ତଥା ଭଭିଷ୍ୟତକୁ ସୁରକ୍ଷିତ କରିବାର ଏକ ଅବଧାରଣା। ଭୁବନେଶ୍ୱର ଠାରେ ଖ୍ୟାତନାମା ଲେଖକ ଡଃ ନେତାଜୀ ଅଭିନନ୍ଦନ ଓ ପ୍ରୀତ୍ ବୁବନାଙ୍କ ଦ୍ୱାରା…

ନବୀନ ନିବାସରେ ପହଞ୍ଚିଲେ ପ୍ରେମ୍ ପଟ୍ଟନାୟକ, ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିବା ସୂଚନା

ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇ ଘରକୁ ଫେରିଛନ୍ତି । ଶୁକ୍ରବାର ନବୀନଙ୍କୁ ଦେଖିବା ପାଇଁ ନବୀନ ନିବାସରେ ପହଞ୍ଚିଛନ୍ତି ବଡ ଭାଇ ପ୍ରେମ୍ ପଟ୍ଟନାୟକ । ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ବଡ ଭାଇ ।…