Odia News Portal
Yearly Archives

2025

ନ୍ୟାୟ ଦେଇପାରିଲେନି ଲୋକଙ୍କ ସରକାର – ପାର୍ଥ ସାରଥୀ ମୁଦୁଲି, ଆବାହକ , ଯୁବ ଛାତ୍ର କ୍ରାନ୍ତି ସେନା

ବାଲେଶ୍ଵର ଫକୀର ମୋହନ ବିଶ୍ଵବିଦ୍ୟାଳୟର ଛାତ୍ରୀ ଆତ୍ମହତ୍ୟା ଘଟଣା ଓଡ଼ିଶାଇତିହାସରେ ଏକ ଲଜ୍ଜାଜନକ ଘଟଣା । ଏହି ଘଟଣାରେ ଛାତ୍ରୀଜଣଙ୍କୁ ମୃତ୍ୟୁମୁଖକୁ ଠେଲି ଦେଇଥିଲେ କଲେଜ କର୍ତ୍ତୃପକ୍ଷ, ଉଚ୍ଚଶିକ୍ଷା ବିଭାଗ ଏବଂ ରାଜ୍ୟ ସରକାର । ଛାତ୍ରୀଙ୍କ ଉପରେ ହେଉଥୁବା ଶାରୀରିକ ଓ ମାନସିକ

ପୃଥିବୀ ଫେରିଲେ ଶୁଭାଂଶୁ ଶୁକ୍ଲା

ପୃଥିବୀ ଫେରିଲେ ଶୁଭାଂଶୁ ଶୁକ୍ଲା। ମହାକାଶରେ ୧୮ ଦିନ ରହିବା ପରେ ଫେରିଲେ ଶୁଭାଂଶୁଙ୍କ ସହ ୪ ମହାକାଶଚାରୀ।ଅପରାହ୍ନ ୩ଟାରେ ପ୍ରଶାନ୍ତ ମହାସାଗରର କାର୍ଲିଫର୍ଣ୍ଣିଆ ଉପକୂଳରେ ସ୍ପେସ୍ ଡ୍ରାଗନ୍ କଲା ସଫଳ ଅବତରଣ। ପ୍ରାୟ ୨୩ ଘଣ୍ଟାର ଯାତ୍ରା ପରେ ସେମାନଙ୍କ ଡ୍ରାଗନ୍ ସ୍ପେସ୍କ୍ରାଫ୍ଟ

ଲୋକସେବା ବାସଭବନ ଘେରିବ ବିଜେଡି

ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ଘଟଣାରେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି । ଆସନ୍ତାକାଲି ଲୋକସେବା ଭବନ ଘେରିବ ଦଳ । ହାଇକୋର୍ଟର ସିଟିଂ ଜଜଙ୍କ ଦ୍ୱାରା ନ୍ୟାୟିକ ତଦନ୍ତ ଦାବି କରିଛନ୍ତି । ନୈତିକତା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ , ଉଚ୍ଚଶିକ୍ଷା ମନ୍ତ୍ରୀ

ଚୋର ମଚାଏ ସୋର: ପ୍ରତାପ ଷଡଙ୍ଗୀ

କଂଗ୍ରେସର ଓଡିଶା ବନ୍ଦ ଡାକରାକୁ ସାଂସଦ ପ୍ରତାପ ଷଡଙ୍ଗୀ ସମାଲୋଚନା କରିଛନ୍ତି । ‘ଚୋର ମଚାଏ ସୋର’ କହି ତାତ୍ସଲ୍ୟ କଲେ ସାଂସଦ ପ୍ରତାପ ଷଡଙ୍ଗୀ । ଅସ୍ତିତ୍ୱ ହଜିଯାଇଛି, ଏହି ଘଟଣାରେ ତାଙ୍କୁ ଟିକେ ଅକ୍ସୁଜେନ ମିଳିଯାଇଛି । ତେଣୁ ସ୍ୱର୍ଥ ପାଇଁ ରାଜନୈତିକ ରୁଟି ସେକୁଛନ୍ତି । ଛବିରାଣୀ,

କଠୋର ପଦକ୍ଷେପ ନିଆଯିବ: ରାଜ୍ୟପାଳ

ସୈାମ୍ୟଶ୍ରୀଙ୍କ ମୃତ୍ୟୁ ଖବରକୁ ନେଇ ଗଭୀର ମର୍ମାହତ କହିଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ଛାତ୍ରୀଙ୍କ ଅକାଳ ବିୟୋଗ ଶୁଣି ମୁଁ ଗଭୀର ମର୍ମାହତ । ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ ସୁରକ୍ଷିତ ରଖିବାକୁ ଜରୁରୀ ଆବଶ୍ୟକତା ବୋଲି ମନେ ପକାଉଛି । ଆଇନ କଡା ପଦକ୍ଷେପ ନେବ,

କଂଗ୍ରେସ ଓ ବିଜେଡି ଅଯଥା ରାଜନୀତି କରୁଛନ୍ତି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କଂଗ୍ରେସ ଓ ବିଜେଡି ଅଯଥା ରାଜନୀତି କରୁଛନ୍ତି। ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆହୁରି କହିଛନ୍ତି, ବିଜେଡି ୨୪ ବର୍ଷ ସରକାରରେ ଥିଲା ।

ବାଲେଶ୍ବର ଘଟଣାକୁ ବିରୋଧ; ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ

ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା। ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ବନ୍ଦ ରହିବ ଗାଡ଼ି ମୋଟର ଚଳାଚଳ।

ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇପାରେ, ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା

ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ। ଏପରି

ପଞ୍ଚଭୂତରେ ବିଲୀନ ହେଲେ ସୌମ୍ୟାଶ୍ରୀ

ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କର ଅନ୍ତିମ ସଂସ୍କାର ନିଜ ଜନ୍ମମାଟି ପଳାସିଆରେ ସଂପନ୍ନ ହୋଇଛି। ପଞ୍ଚଭୂତରେ ଲୀନ ହୋଇଛନ୍ତି ସୌମ୍ୟାଶ୍ରୀ ବିଶି। ଅଶ୍ରୁଳ ବିଦାୟ ଦେଲେ ହଜାର ହଜାର ଲୋକ। ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ ଭୋଗରାଇ ବିଧାୟକ ଗୌତମବୁଦ୍ଧ

ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଖବର । ସୌମ୍ୟାଶ୍ରୀଙ୍କ ପରିବାରକୁ ସହାୟତା ଘୋଷଣା । ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା । ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହାୟତା ନେଇ ସୂଚନା ଦେଲେ ବାଲେଶ୍ବର ସାଂସଦ ପ୍ରତାପ