ଜୀବନ ଯୁଦ୍ଧରେ ହାରିଗଲେ ପୀଡ଼ିତା
ବାଲେଶ୍ୱର ଏଫଏମ୍ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ଘଟିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଥିଲେ ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଥିଲା । ଛାତ୍ରୀଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ରହିଥିଲା । ଏହାସହ ଆଗାମୀ ୨୪ ଘଣ୍ଟା!-->…
