ରାଜସ୍ଥାନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଟ୍ରାକରୁ ଖସିଲା ୩୬ରୁ ଅଧିକ ବଗି, ଅନେକ ଟ୍ରେନ ପ୍ରଭାବିତ
ରାଜସ୍ଥାନର ଶ୍ରୀମାଧେପୁରର ନ୍ୟୁ ରେଲୱେ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା । ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ଫଳରେ ଟ୍ରାକରୁ ୩୬ରୁ ଅଧିକ ଡବା ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଟ୍ରେନ ବଗିଗୁଡିକ ପରସ୍ପର ଉପରେ ମାଡ଼ି ହୋଇପଡିଛି । ଏହି ଘଟଣା ପରେ ଟ୍ରେନ ଚଳାଚଳା ବାଧାପ୍ରାପ୍ତ ହୋଇଛି ।…