ଅହମ୍ମଦବାଦରେ ବଡ଼ ବିମାନ ଦୁର୍ଘଟଣା, ଜଳିଗଲା ବିମାନ, ଭିତରେ ଥିଲେ ୨୪୨ଜଣ ଯାତ୍ରୀ
ଗୁଜରାଟର ରାଜଧାନୀ ଅହମ୍ମଦବାଦରେ ଆଜି ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଆନ୍ତର୍ଜାତୀୟ ବିମାନବନ୍ଦର ନିକଟସ୍ଥ ମେଘାଣୀ ନଗର ଅଞ୍ଚଳରେ ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ, ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିବା!-->…
