ହଟିଲା ସମସ୍ତ କଟକଣା, ବିକ୍ରି ହୋଇପାରିବ ୫ ହଜାର ୨ଶହ ବର୍ଗଫୁଟ୍ର ପାର୍ଟ ପ୍ଲଟ୍
ରାଜ୍ୟରେ ହଟିଲା ପାର୍ଟ ପ୍ଲଟ୍ ବିକ୍ରି ପାଇଁ ସମସ୍ତ କଟକଣା । ଏ ନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, ପାର୍ଟ ପ୍ଲଟ୍ ବିକ୍ରି ପାଇଁ ସଂପୂର୍ଣ୍ଣ ବାଟ ବନ୍ଦ ଥିଲା । ଝିଅ ବାହାଘର, ଉଚ୍ଚ ଶିକ୍ଷା ପାଇଁ!-->…
