Odia News Portal
Monthly Archives

January 2026

ସୋସିଆଲ ମିଡିଆରୁ ଦୂରେଇଲେ IAS ଅରବିନ୍ଦ ପାଢ଼ୀ, ‘X’ ଛାଡ଼ିବା ନେଇ ଦେଲେ ଗୁରୁତ୍ୱପୂର୍ଣ୍ଣ ସୂଚନା

ସୋସିଆଲ ମିଡିଆରୁ ଦୂରେଇଲେ ଅରବିନ୍ଦ ପାଢ଼ୀ । ବରିଷ୍ଠ IAS ଅଧିକାରୀ ଅରବିନ୍ଦ ପାଢ଼ୀ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ଛାଡ଼ିବା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି । ପୋଷ୍ଟରେ ଲେଖିଛନ୍ତି “ପ୍ଲାଟଫର୍ମରେ ମୋର ଉପସ୍ଥିତି ସବୁବେଳେ ସରଳ ନୀତି ଉପରେ ଆଧାରିତ ଥିଲା । ବ୍ୟକ୍ତିଗତ,…

ବୈଷୟିକ ତ୍ରୁଟି କାରଣରୁ କକ୍ଷପଥରେ ପହଁଞ୍ଚିପାରିଲାନି ଅନ୍ବେଷା, ଡାଟା ବିଶ୍ଲେଷଣ କରୁଛି ଇସ୍ରୋ

ଇସ୍ରୋର PSLV-C62 ମିଶନ୍ ଫେଲ୍ । ବୈଷୟିକ ତ୍ରୁଟି କାରଣରୁ କକ୍ଷପଥରେ ପହଁଞ୍ଚିପାରିଲାନି ଅନ୍ବେଷା । ନିୟନ୍ତ୍ରଣ ହରାଇ ହେଲା ଦିଗହରା । ଏ ନେଇ ଡାଟା ବିଶ୍ଲେଷଣ କରୁଛି ଇସ୍ରୋ । କିଛି ସମୟ ପୂର୍ବରୁ ‘ଅନ୍ବେଷା’ର ହୋଇଥିଲା ଉତ୍ କ୍ଷେପଣ । ଶେଷ ପର୍ଯ୍ଯାୟରେ ଅନ୍ବେଷାରେ ଯାନ୍ତ୍ରିକ ତ୍ରୁଟି…

ଆଜି ନୂଆ ଲୋକ ସେବା ଭବନର ହେବ ଶିଳାନ୍ୟାସ , ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ନୂଆ ଲୋକ ସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଗୋଟିଏ ସ୍ଥାନରେ ରହିବ ଲୋକସେବା ଭବନ ଏବଂ ନୂଆ ବିଧାନସଭା । ୩ ହଜାର୬୨୩ କୋଟି ଖର୍ଚ୍ଚ କରିବେ ସରକାର । ୭୧.୧୩ ଏକର ଜମିରେ ନିର୍ମାଣ ହେବ ନୂଆ ଲୋକସେବା ଭବନ ଏବଂ ବିଧାନସଭା । ଏନେଇ ମାଷ୍ଟରପ୍ଲାନ…

ଶିକ୍ଷାନୁଷ୍ଠାନରେ ଶୁଭିଲା ‘ବନ୍ଦେ ମାତରମ୍‌’ ସାମୁହିକ ଗାନ

ଓଡ଼ିଶାର ସମସ୍ତ ଶିକ୍ଷାନୁଷ୍ଠାନରେ ଶୁଭିଲା ‘ବନ୍ଦେ ମାତରମ୍‌’ ସାମୁହିକ ଗାନ। ରାଜ୍ୟର ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍‌’ ସାମୁହିକ ଗାନ କଲେ ଛାତ୍ରଛାତ୍ରୀ ଏବଂ ଶିକ୍ଷାଦାନ କରୁଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀ। ‘ବନ୍ଦେ…

ମାଦୂରଙ୍କ ଭଳି ପୁଟିନଙ୍କୁ ଉଠେଇନେବେକି ଟ୍ରମ୍ପ

ଆମେରିକା ଭେନେଜୁଏଲା ଉପରେ ଆକ୍ରମଣ କରି ରାଷ୍ଟ୍ରପତି ନିକୋଲାସ ମାଦୁରୋଙ୍କୁ ଉଠାଇ ଘଟଣା ବିଶ୍ବବ୍ୟାପୀ ଚର୍ଚ୍ଚାର ବିଷୟ ପାଲଟିଛି। ଆକ୍ରମଣ ପରେ, ଆମେରିକା ନିକୋଲାସ୍ ମାଦୁରୋଙ୍କୁ ହେପାଜତକୁ ନେଇଛି । ଏଭଳି ସ୍ଥିତିରେ ପ୍ରଶ୍ନ ଉଠୁଛି ଯେ ଆମେରିକା ରୁଷ ବିରୁଦ୍ଧରେ ସମାନ କିଛି କରିପାରିବ…

ହାତୀ ନେଲା ଜୀବନ, ଦନ୍ତା ଆକ୍ରମଣରେ ବୃଦ୍ଧା ମୃତ

ଅନୁଗୁଳରେ ପୁଣି ହାତୀ ନେଇଛି ଜୀବନ। ଅନୁଗୁଳ ବନାଞ୍ଚଳ ଶଙ୍ଖପୁର ଗାଁରେ ଘଟିଛି ଅଘଟଣ। ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ, ଅନୁଗୁଳ ବନାଞ୍ଚଳ କରତପଟା ସେକ୍ସନ ଶଙ୍ଖପୁର ଗାଁର ଇଛା ଦେହୁରୀ (୭୨)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଛି। ଆଜି ସକାଳୁ ସେ…

ଉଦୟଗିରିରେ ଗୁରୁ ପଦ୍ମସମ୍ଭବ ସମାବେଶ

ଯାଜପୁର ଜିଲ୍ଲାର ଉଦୟଗିରି ବୌଦ୍ଧବିହାରରେ ଦ୍ୱିତୀୟ ଗୁରୁ ପଦ୍ମସମ୍ଭବଙ୍କ ପ୍ରାର୍ଥନା ସମାରୋହ ତଥା ଅନ୍ତର୍ଜାତୀୟ ବୌଦ୍ଧ ସମ୍ମିଳନୀ ଆଜି ଉଦ୍‌ଘାଟିତ ହୋଇଛି। ଜାନୁଆରି ୧୧ରୁ ୧୬ ତାରିଖ ପର୍ଯ୍ୟନ୍ତ ହେଉଥିବା ଏହି ସମ୍ମିଳନୀରେ ଭାରତ ସମେତ ୧୭ ଦେଶରୁ ପ୍ରାୟ ୧୮୭୭ ବୌଦ୍ଧ…

ଅସୁରକ୍ଷିତ ରାସ୍ତାକୁ ନେଇ ପରିବହନ ମନ୍ତ୍ରୀଙ୍କ ଉଦ୍‌ବେଗ: ବାଲି, ଗୋଡ଼ି ଗଦା କଲେ କାର୍ଯ୍ୟାନୁଷ୍ଠାନ

ରାସ୍ତାରେ ବାଲି, ମାଟି, ଅଳିଆ, ରାସ୍ତା ମରାମତି କିମ୍ବା ନିର୍ମାଣ କାମରେ ବ୍ୟବହାର ହେଉଥିବା ସାମଗ୍ରୀ ପଡ଼ିରହୁଥିବାରୁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଛି। ନିକଟରେ ଏମିତି ଏକାଧିକ ଦୁର୍ଘଟଣାରେ ବହୁ ଲୋକଙ୍କର ମୃତ୍ୟୁ ହେଲାଣି। ଏହାକୁ ନେଇ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ…

ସମ୍ବଲପୁର ସହରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର…

ସମ୍ବଲପୁର ସହରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ । ସହରବାସୀଙ୍କ ଜଳକଷ୍ଟ ଦୂର ପାଇଁ ଆଜି ଗସ୍ତର ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ବୃହତ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିପାଇଁ ୪୫୧ କେଟି ୨୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ସହର…

ଶୌର୍ଯ୍ୟ ଯାତ୍ରାରେ ସାମିଲ ହେବା ପରେ ସୋମନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଦିନିଆ ଗୁଜୁରାଟ ଗସ୍ତରେ ଦ୍ବିତୀୟ ଦିନରେ ସୋମନାଥ ମନ୍ଦିରରେ ପହଞ୍ଚିଛନ୍ତି । ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଏକ ବିଶାଳ ରୋଡ୍ ଶୋ’ କରାଯାଇଥିଲା । ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ରାସ୍ତାର ଉଭୟ ପାର୍ଶ୍ବରେ ଲକ୍ଷ ଲକ୍ଷଙ୍କ ସମାଗମ…