ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ, ବିଧି ମୁତାବକ ହେବ ପୂଜା
ଆଜି ରଥକାଠ ଅନୁକୂଳ । ପବିତ୍ର ଶ୍ରୀପଞ୍ଚମୀରେ ଅନୁକୂଳ ହେବ ରଥକାଠ । ରଥଯାତ୍ରା ପାଇଁ ବିଧି ମୁତାବକ ତିନିଟି କାଠକୁ ପୂଜା କରାଯିବ । ରଥ ନିର୍ମାଣ ସୃଜନୀ କାର୍ୟ୍ୟ ହୋଇଥିବାରୁ ମା’ ସରସ୍ବତୀଙ୍କ ଆବାହନ କରାଯିବ । ମହାପ୍ରଭୁଙ୍କ ପୂଜାର୍ଚ୍ଚନା କରାଯାଇ ରଥଯାତ୍ରା…
