ଫେବ୍ରୁଆରିରେ ରାଷ୍ଟ୍ରପତିଙ୍କ ୫ଦିନିଆ ଓଡ଼ିଶା ଗସ୍ତ
ଫେବ୍ରୁଆରି ପ୍ରଥମ ସପ୍ତାହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଫେବ୍ରୁଆରି ୨ରେ ଭୁବନେଶ୍ବରରେ ପହଞ୍ଚି ୩ ତାରିଖରେ ବାଲେଶ୍ବର ଫକୀରମୋହନ ବିଶ୍ବବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରେମୁଣା ନୂଆପାଢ଼ିସ୍ଥିତ…
