ଗଜପତି ଉତ୍ସବ ଉଦ୍ଘାଟିତ; ଆସିଲେନି ମନ୍ତ୍ରୀ, ଲୋକେ ଅସନ୍ତୁଷ୍ଟ!
ବହୁ ପ୍ରତିକ୍ଷିତ ଗଜପତି ଉତ୍ସବ-୨୦୨୫ ସ୍ଥାନୀୟ ଗଜପତି ଷ୍ଟାଡିୟମ ଠାରେ ମହାଆଡମ୍ବରରେ ରବିବାର ସଂଧ୍ଯାରେ ଉଦଘାଟିତ ହୋଇଯାଇଛି। ଗଜପତି ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ପାରଳା ବିଧାୟକ ଇଂ ରୁପେଶ…
