ଆଜି ‘କର୍ତ୍ତବ୍ୟ ଭବନ-୧ ଓ ୨’ର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩ ଫେବୃଆରୀ, ୨୦୨୬ ଅପରାହ୍ନ ପ୍ରାୟ ୧ଟା ୩୦ରେ ‘ସେବା ତୀର୍ଥ’ ଭବନ ପରିସରର ନାମ ଉନ୍ମୋଚନ କରିବେ। ଏହାପରେ ପ୍ରଧାନମନ୍ତ୍ରୀ ଆନୁଷ୍ଠାନିକ ଭାବେ ‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ-୧ ଓ ୨’ ର ଉଦ୍ଘାଟନ କରିବେ। ଏହା ସହ ସନ୍ଧ୍ୟା ପ୍ରାୟ ୬ଟା ସମୟରେ…
