Odia News Portal
Monthly Archives

February 2026

ମହାନଦୀ ଜଳ ବିବାଦ ପ୍ରସଙ୍ଗ: ନୂଆ ଅଧ୍ୟକ୍ଷଙ୍କ ନେତୃତ୍ୱରେ ପହଞ୍ଚିଲେ ୩ ଜଣିଆ ଖଣ୍ଡପୀଠ

ଓଡ଼ିଶା ଗସ୍ତରେ ଆସିଛନ୍ତି ମହାନଦୀ ଟ୍ରିବ୍ୟୁନାଲ୍ ଟିମ୍। ଟ୍ରିବ୍ୟୁନାଲ୍‌ର ନୂଆ ଅଧ୍ୟକ୍ଷ ଜଷ୍ଟିସ୍ ବେଲା ଏମ୍. ତ୍ରିବେଦୀଙ୍କ ନେତୃତ୍ୱରେ ୩ ଜଣିଆ ଖଣ୍ଡପୀଠ ଓ ସେମାନଙ୍କ ପରିବାର ସଦସ୍ୟ ଗୁରୁବାର ସନ୍ଧ୍ୟାରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ…

କୂଅରେ ପଡ଼ି ଚାଲିଗଲା ହାତୀଛୁଆର ଜୀବନ

କୂଅରେ ପଡ଼ି ହାତୀଛୁଆ ମୃତ। କେନ୍ଦୁଝର ଜିଲ୍ଲା ସଦର ରେଞ୍ଜ କାଠବାଉଁଶୁଳି ଗାଁର ମୋହନ ଚରଣ ମହାନ୍ତଙ୍କ କୂଅରେ ଖସିପଡ଼ି ଏକ ହାତୀଛୁଆର ମୃତ୍ୟୁ ଘଟିଛି। ବିଳମ୍ବିତ ରାତିରେ ଏକ ୧୦ ଟିକିଆ ହାତୀପଲ ଯାଉଥିବା ସମୟରେ କୂଅରେ ଖସିପିଡ଼ିଥିଲା ହାତୀଛୁଆ । ମୃତ…

ବିନା ସିମ୍‌ରେ ଚାଲିବନି ହ୍ବାଟସ୍‌ଆପ୍‌

ଗୁରୁବାର ଦିନ କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ‘ସିମ୍ ବାଇଣ୍ଡିଂ’ ନିୟମ କାର୍ଯ୍ୟକାରୀ କରିବା ପାଇଁ ଫେବ୍ରୁଆରି ୨୮ ପର୍ଯ୍ୟନ୍ତ ରହିଥିବା ମହଲତକୁ ବଢ଼ାଯିବନାହିଁ। ନୂତନ ନିୟମ ଅନୁଯାୟୀ ମୋବାଇଲ୍ ଫୋନରେ ସିମ୍ କାର୍ଡ ନଥିଲେ ହ୍ୱାଟ୍‌ସଆପ୍, ଟେଲିଗ୍ରାମ୍‌, ସିଗ୍‌ନାଲ୍‌, ସ୍ନାପ୍‌ଚାଟ୍,…

ପୋଲରେ ଝୁଲିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ପୋଲରେ ଝୁଲିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ସମ୍ବଲପୁର ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରା ଠାରେ ବସ୍ ଦୁର୍ଘଟଣା । ସକାଳ ୮ଟା ୩୦ ମିନିଟରେ ଏକ ଘରୋଇ ବସ୍ ଦୁର୍ଘଟଣା ଗସ୍ତ ହୋଇଛି । ସମ୍ବଲପୁର ରୁ ବରଗଡ଼ ପଟକୁ ଯାଉଥିବା ବେଳେ ଦମଦମା ପୋଲରେ ଝୁଲିଲା ବସ, ଅଳ୍ପକେ ବର୍ତ୍ତିଲେ…

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି, ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ। ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ । ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ । ୬ ତାରିଖରେ ଯାଞ୍ଚ ହେବ। ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ…

ଘୋଡ଼ାନାଚ କଳାକାର ପଦ୍ମଶ୍ରୀ ଉଚ୍ଛବ ଚରଣ ଦାସଙ୍କ ପରଲୋକ

ବିଶିଷ୍ଟ ଘୋଡ଼ାନାଚ କଳାକାର ଡ. ଉଚ୍ଛବ ଚରଣ ଦାସଙ୍କ ପରଲୋକ ହୋଇଯାଇଛି | ଅସୁସ୍ଥତା କାରଣରୁ ଚୌଦ୍ବାରର ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଥିବାବେଳେ କଳା କ୍ଷେତ୍ରରେ ଅବଦାନ ପାଇଁ ୨୦୨୧ରେ ପଦ୍ମଶ୍ରୀରେ ସମ୍ମାନିତ ହୋଇଥିଲେ | ପାରମ୍ପରିକ ଘୋଡ଼ାନାଚକୁ ଉଜ୍ଜୀବିତ ରଖିବାରେ ତାଙ୍କର…

ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀଠାରେ ନୂତନ ଓଡ଼ିଶା ଭବନର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ନୂତନ ଭବନର ନିର୍ମାଣ ଶୈଳୀରେ ଓଡିଶାର ସମୃଦ୍ଧ ଐତିହ୍ୟ, କଳା ଓ ସଂସ୍କୃତିର ପ୍ରତିଫଳନ ଦେଖିବାକୁ ମିଳିବ। ପୂର୍ବରୁ ଥିବା…

ଖେଳୁ ଖେଳୁ ସାପ ଗାତରେ ହାତ ପୁରାଇଦେଲା ନାବାଳକ, ଚାଲିଗଲା ଜୀବନ

ଖେଳୁ ଖେଳୁ ସାପ ଗାତରେ ହାତ ପୁରାଇଦେଲା ନାବାଳକ । ସାପ କାମୁଡାରେ ଗଲା ୫ ବର୍ଷର ନାବାଳକ ଜୀବନ । ଭଦ୍ରକ ଜିଲ୍ଲା ଆଗରପଡା ଥାନା ଗୋପୀନାଥପୁର ଗାଁରେ ଅଘଟଣ ଘଟିଛି । ମୃତ ନାବାଳକ ନରସିଂହ ମୁଣ୍ଡା । ଗତକାଲି ସନ୍ଧ୍ୟାରେ ସାଙ୍ଗ ମାନଙ୍କ ସହ ଖେଳୁଥିବା ବେଳେ ସାପ ଗାତରେ ହାତ ପୁରାଇଦେଇଥିଲେ ।…

ସ୍ବାମୀକୁ ଛାଡି ପ୍ରେମିକ ସହ ବୋହୂ ଫେରାର୍, ଲେଉଟାଣିରେ ଆସି ମାରିଲେ ଚମ୍ପଟ

ବିବାହର ୧୦ ଦିନରେ ବାପା ଘରକୁ ଲେଉଟାଣିରେ ଆସିଥିବା ବୋହୂ ସ୍ଵାମୀକୁ ଛାଡି ପ୍ରେମିକ ସହ ଫେରାର । ଏଭଳି ଏକ ଘଟଣା ସାରା ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଗତ ଫେବୃଆରୀ ମାସ ୮ ତାରିଖ ହିନ୍ଦୁ ରୀତି ନୀତିରେ ମୁରିବାହଲ ଥାନା କର୍ଲା ଗାଁର ମୁକେଶ ବିଶ୍ୱାଳ କଣ୍ଟାବାଞ୍ଜିର ଝିଅ ବିନୀ…

ଓଡ଼ିଶା ଇତିହାସରେ ସବୁଠାରୁ ବଡ଼ ଭିଜିଲାନ୍ସ ଚଢ଼ାଉ, କଟକ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରୁ ୪ କୋଟିରୁ ଅଧିକ…

ଓଡ଼ିଶା ଇତିହାସରେ ସବୁଠାରୁ ବଡ଼ ଭିଜିଲାନ୍ସଚଢ଼ାଉ। କଟକଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଘରୁ ୪ କୋଟି ଟଙ୍କା ନଗଦ ଜବତ କରିଛି ଭିଜିଲାନ୍ସ ଟିମ୍। ଗତକାଲି ରାତିରେ ଜଣେ ଲାଇସେନ୍ସପ୍ରାପ୍ତ କୋଇଲା ବିକ୍ରେତାଙ୍କଠାରୁ ୩୦ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ କଟକ…