ରାଜ୍ୟସଭାକୁ ଗଲେ ବିଜେପିର ୨, ବିଜେଡିର ଜଣେ, ଦିଲୀପ ମଧ୍ୟ ବିଜୟୀ
ବହୁ ପ୍ରତୀକ୍ଷିତ ରାଜ୍ୟସଭା ନିର୍ବାଚନ ପାଇଁ ଓଡ଼ିଶା ବିଧାନସଭାରେ ଆଜି ହୋଇଥିବା ମତଦାନର ଫଳାଫଳ ଆସିଛି। ଏହି ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ବିଜୟୀ ହୋଇଛନ୍ତି। ସେହିପରି ବିଜେପି ସମର୍ଥନରେ ନିର୍ବାଚନରେ ଅବତୀର୍ଣ୍ଣ ଦିଲୀପ ରାୟ ମଧ୍ୟ…
