ଭିଜିଲାନ୍ସ ଜାଲରେ ଦୁର୍ନୀତିଗ୍ରସ୍ତ ଅଡିଟର! ଘରୁ ମିଳିଲା ୨୮ ଲକ୍ଷ ନଗଦ ଟଙ୍କା
ଭିଜିଲାନ୍ସ ଜାଲରେ ଦୁର୍ନୀତିଗ୍ରସ୍ତ ଅଡିଟର!। ଘରୁ ମିଳିଲା ୨୮ ଲକ୍ଷ ନଗଦ ଟଙ୍କା। ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଅଡିଟର। ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟର ଜଣେ ଅଡିଟରଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ଜଣେ କର୍ମଚାରୀଙ୍କ MACP ସ୍କିମ୍…
