ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ହାଇ ଆଲର୍ଟ, ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୫ ଯବାନ ଆହତ
ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ହାଇ ଆଲର୍ଟ । ସରଣ୍ ଡା ବାଲିବା ଜଙ୍ଗଲରେ ସୁରକ୍ଷା କର୍ମୀ- ନକ୍ସଲ ଗୁଳି ବିନିମୟ ଜାରି ରହିଛି । ନକ୍ସଲଙ୍କ ଶେଷ କ୍ୟାଡ଼ର ମିଶିର ବେଶ୍ରା ଓ ତା ସହ କିଛି କ୍ୟାଡ଼ର ନକ୍ସଲ ରହିଥିବା ସମ୍ପର୍କରେ ସୂଚନା ପାଇ ସୁରକ୍ଷା ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଇଥିଲା ।…
