ସହରାଞ୍ଚଳରେ ପିଏନଜି ବାଧ୍ୟତାମୂଳକ, PNG କନେକ୍ସନ ନେଇଥିଲେ ଏଲପିଜି ମନା
ଏଣିକି ସହରାଞ୍ଚଳରେ ପିଏନଜି ବାଧ୍ୟତାମୂଳକ l ପିଏନଜି କନେକ୍ସନ ନେଇଥିଲେ ଏଲପିଜି ମନା l 3 ମାସ ମଧ୍ୟରେ ରାଜ୍ୟର ବଡ଼ ବଡ଼ ସହର ଗୁଡିକରେ ପିଏନଜି କନେକ୍ସନ ପାଇଁ କମ୍ପାନୀ ଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି l ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି…
