ଆଜି କେମିତି କଟିବ
ମେଷ: ଜଣେ ବନ୍ଧୁଙ୍କ ଘରକୁ କୌଣସି ଏକ ଉତ୍ସବକୁ ନିମନ୍ତ୍ରିତ ହୋଇ ଗଲେ ମଧ୍ୟ ଆପଣ ଉତ୍ସବର ମଜା ନେଇପାରିବେ ନାହିଁ । ଏହାର କାରଣ ମଧ୍ୟ ସୁସ୍ପଷ୍ଟ । ନିଜର ଶରୀରର ଅସୁସ୍ଥତା ଲାଗି ରହୁଥିବାରୁ ଓ ମନ ଉତେଜିତ ଥିବାରୁ ସେଠାରେ ଖୁସି ମିଳିବ ନାହିଁ । କାରଣ ଆପଣଙ୍କ ବୃତ୍ତିରେ ଉଚ୍ଚପଦସ୍ଥ…
