ପିଲାଙ୍କୁ ପାଠ ପଢାଇଲେ ମୁଖ୍ୟମନ୍ତ୍ରୀ
କଟକ ବୋର୍ଡ ହାଇସ୍କୁଲରେ ଗୁରୁ ଦିବସ ପାଳନ । ପିଲାଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ । କଟକରେ ରାଜ୍ୟସ୍ତରୀୟ ଗୁରୁ ଦିବସ ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛାତ୍ରଛାତ୍ରୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି । ଏହି ଅବସରରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରିବା…
