ତାମିଲନାଡୁରେ ହିନ୍ଦୀ ଭାଷା ଶିକ୍ଷା ବିବାଦ, ଗୁରୁତ୍ୱପୂର୍ଣ୍ଣ ମତ ରଖିଲେ ସୁପ୍ରିମକୋର୍ଟ
ତାମିଲନାଡୁରେ ଜବାହର ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି ଯେ, ଭାଷା ଶିକ୍ଷାକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟରେ ପରିବର୍ତ୍ତନ ଆସିବା ଆବଶ୍ୟକ। ବିଚାରପତି ବି.ଭି. ନାଗରତ୍ନା ଏବଂ ବିଚାରପତି…
