ବନ୍ଧା ହେଲେ ଡହ ମଧ୍ୟମ ଜଳସେଚନ ପ୍ରକଳ୍ପ ଏସ୍ଡିଓ ପଞ୍ଚୁ ବେହେରା
ଗଞ୍ଜାମଜିଲ୍ଲା ଭଞ୍ଜନଗର ସେଚ ଡିଭିଜନ୍ ଅଧୀନ ଡହ ମଧ୍ୟମ ଜଳସେଚନ ପ୍ରକଳ୍ପ ଏସ୍ଡିଓ ପଞ୍ଚୁ ବେହେରା ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ସକାଳୁ ତାଙ୍କ ସରକାରୀ କାର୍ଯ୍ୟାଳୟ ଓ ବାସଭବନ ସହ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ…
