କଟକ-ଭୁବନେଶ୍ବରରେ କାଳବୈଶାଖୀ: କୁଆପଥର ମାଡ଼ ସହ ଘଡ଼ଘଡ଼ି, ବର୍ଷା
ରାଜଧାନୀ ଭୁବନେଶ୍ବରରେ ଆଜି ଅପରାହ୍ଣରେ କାଳବୈଶାଖୀର ଉଗ୍ରରୂପ ଦେଖିବାକୁ ମିଳିଛି। କାଳବୈଶାଖୀର ପ୍ରଭାବରେ କିଛି ସ୍ଥାନରେ କୁଆପଥର ମାଡ଼ ହୋଇଛି। ସେହିପରି ଘଡ଼ଘଡ଼ି ସହିତ ବଜ୍ରପାତ ମଧ୍ୟ ହୋଇଛି। ଅପରାହ୍ଣ ପ୍ରାୟ ସାଢ଼େ ୪ଟାରେ ଭୁବନେଶ୍ବର ଆକାଶରେ ମେଘ ଘୋଟି ଆସିଥିଲା। ପ୍ରାୟ ୪ଟା…
