ଢେଙ୍କାନାଳରେ ପଥର ଖଣିରେ ବିସ୍ଫୋରଣ, ୪ ମୃତ ଆଶଙ୍କା
ଢେଙ୍କାନାଳଜିଲ୍ଲା ଓଡ଼ାପଡ଼ା ବ୍ଲକ୍ ମୋଟଙ୍ଗା ଥାନା ଅନ୍ତର୍ଗତ ନିମିଧା ପଞ୍ଚାୟତର ଗୋପାଳପୁର ଗ୍ରାମ ନିକଟରେ ବିସ୍ପୋରଣ ପରେ ପଥର ଅତଡା ଖସି ଗତକାଲି ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଆଜି ସକାଳେ ଘଟଣାସ୍ଥଳରେ ଢେ଼ଙ୍କାନାଳ ଜିଲ୍ଲାପାଳ, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ,…
