ମାର୍ଚ୍ଚ ୫ରେ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
ଆସନ୍ତା ମାର୍ଚ୍ଚ ୫ ତାରିଖରେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଶାହଙ୍କ ଓଡ଼ିଶା ଗସ୍ତ ନଜରରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଗତକାଲି ସଂଧ୍ୟାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ…
