ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ
ଆସନ୍ତା ୧ ଏପ୍ରିଲ ୨୦୨୬ ଅର୍ଥାତ୍ ‘ଓଡ଼ିଶା ଦିବସ’ ଅବସରରେ ଭୁବନେଶ୍ୱରରେ ଏକ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି ଭିଏଫଏସ ଗ୍ଲୋବାଲ ଗ୍ରୁପର ପ୍ରତିଷ୍ଠାତା ତଥା…
