ଏପ୍ରିଲ ପହିଲାରୁ ‘ଓଡ଼ିଆ ପକ୍ଷ’
ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟପାନୀୟ, ପୋଷାକପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ’। ଓଡ଼ିଶାର ପ୍ରତ୍ୟେକ ଜିଲ୍ଲା ଓ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ବିଭାଗ ପକ୍ଷରୁ…
