ହାତୀ ପାଇଁ ହନ୍ତସନ୍ତ: ଗଡ଼ିଲାଣି ୪୦ମୁଣ୍ଡ, ଏବେ ଗାଁରୁ ସହରମୁହାଁ
ନୟାଗଡ଼ରେ ନାହିଁ ହାତୀମାନଙ୍କର ଏତେଟା ଉପଦ୍ରବ। ପଡ଼ୋଶୀ ପୁରୀ ଜିଲ୍ଲାରେ ବି ଏମାନଙ୍କ ହିଂସା ପ୍ରାୟ କମ୍। କିନ୍ତୁ, ଖୋର୍ଦ୍ଧା ଜିଲ୍ଲାରେ ବଣୁଆ ହାତୀ ରକ୍ତମୁଖା ହୋଇପଡ଼ିଛନ୍ତି। ସେମାନଙ୍କ ହିଂସ୍ରପଣ ଏତେ ବଢ଼ିଛି ଯେ ଗତ ଦଶନ୍ଧିରେ ଜିଲ୍ଲାର ୪୦ ଲୋକଙ୍କୁ ଦଳି ଚକଟି ଜୀବନ…
