Odia News Portal
Yearly Archives

2026

ଚିଲିକାରେ ଦିନ ୧୧ଟା ଯାଏଁ ଡଙ୍ଗା ଚଳାଚଳ ବନ୍ଦ, କଟକଣା ଲଗାଇଲେ ପୁରୀ ଜିଲ୍ଲାପାଳ

ଚିଲିକାରେ ଦିନ ୧୧ଟା ଯାଏ ଡଙ୍ଗା ଚଳାଚଳ ବନ୍ଦ । ପ୍ରବଳ କୁହୁଡ଼ି ଯୋଗୁ କଟକଣା ଲଗାଇଲେ ପୁରୀ ଜିଲ୍ଲାପାଳ । ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନତା କମ୍ ରହୁଛି। ବାରମ୍ବାର ଦୁର୍ଘଟଣା ଘଟୁଥିବା ଯୋଗୁ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି । ପୋଲିସ ଓ ସ୍ଥାନୀୟ ପ୍ରଶାସନ କଡ଼ା ନଜର ରଖିବାକୁ…

୨୦୨୭ ଅଗଷ୍ଟ ୧୫ରେ ଚାଲିବ ବୁଲେଟ୍‌ ଟ୍ରେନ

ଭାରତର ପ୍ରଥମ ବୁଲେଟ୍‌ ଟ୍ରେନ ୨୦୨୭ ଅଗଷ୍ଟ ୧୫ରେ ଚାଲିବା ନେଇ ଆଶା କରାଯାଉଛି। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଗୁରୁବାର ଏହି ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ସୁରଟରୁ ବିଲିମୋରା କରିଡର କାର୍ଯ୍ୟକ୍ଷମ ହେବ। ଦ୍ବିତୀୟ ପର୍ଯ୍ୟାୟରେ ବାପିରୁ ସୁରଟ, ତୃତୀୟ ପର୍ଯ୍ୟାୟରେ…

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ ଅଧିକାରୀ ଅନୁ ଗର୍ଗ

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ ଅଧିକାରୀ ଅନୁ ଗର୍ଗ । ୧୯୯୧ବ୍ୟାଚର ଆଇଏଏସ ଅଧିକାରୀ ଅନୁ ଗର୍ଗ । ଓଡ଼ିଶାର ପ୍ରଥମ ମହିଳା ଚିଫ ସେକ୍ରେଟାରୀ ଭାବେ ଇତିହାସ ରଚିଛନ୍ତି । ବିଦାୟୀ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି । ଏହା ମୋ…

ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ସେ ନୂଆବର୍ଷ ଅବସରରେ ଏକ ବାର୍ତ୍ତା ଲେଖିଛନ୍ତି। ଭାରତୀୟମାନଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଉଛି। ସେହିପରି ନୂଆବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲେଖିଛନ୍ତି,…

ନୂଆବର୍ଷର ଅଭିନନ୍ଦନ

ଆମେ ଆମର ସମସ୍ତ ପାଠକ ଓ ପ୍ରଶଂସକଙ୍କୁ ସର୍ବ ପ୍ରଥମେ ନୂଆବର୍ଷର ଅଭିନନ୍ଦନ ଜଣାଉଛୁ। କ୍ୟାଲେଣ୍ଡର ବର୍ଷ ୨୦୨୬ ସମସ୍ତଙ୍କ ଜୀବନରେ ଖୁସି ଓ ସମୃଦ୍ଧି ଆଣୁ। ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଭଲରେ ରଖିଥାଆନ୍ତୁ। swadhikar.in ଏହା ହି କାମନା କରୁଛି। ଆମେ ଆମର ପାଠକଙ୍କୁ ପ୍ରତ୍ୟେକ…