କଟକ ଏସସିବିରେ ଭୟାବହ ଅଗ୍ନିକାଣ୍ଡ : ମିଳିଲା ୧୦ ମୃତକଙ୍କ ପରିଚୟ
କଟକ ଏସସିବି ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗିଥିବା ହେତୁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି । ଅନ୍ୟପଟେ!-->…
