Odia News Portal

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ : ୨ଦିନ କେନ୍ଦ୍ର ସରକାରରେ ପଡ଼ି ରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟର କରିବେ ସମୀକ୍ଷା

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ୧୧ ଓ ୧୨ତାରିଖ ଦୁଇ ଦିନ ଧରି ଦିଲ୍ଲୀରେ ରହିବେ । କେନ୍ଦ୍ର ସରକାରରେ ପଡ଼ିରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟର ସେ ସମୀକ୍ଷା କରିବେ । ତେବେ ଏହି ଗସ୍ତ ସମୟରେ ସେ କୌଣସି କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇ ନାହିଁ ।