Odia News Portal

ରାତି ୧୦ରୁ କାଲି ଦିନ ୨ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

୧୬ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ । ଆଜି ରାତି ୧୦ଟାରୁ କାଲି ଦିନ ୨ଟା ଯାଏଁ ଦର୍ଶନ ବନ୍ଦ ରହିବ । ଦେବସ୍ନାନ ନୀତି ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ ।