ଆଡପମଣ୍ଡରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଆଜି ଆଡପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନ ୫ଟାରୁ ବନ୍ଦ ରହିବ। ନବମୀ ସନ୍ଧ୍ୟା ଦର୍ଶନ ୫ଟା ଯାଏଁ ଚାଲିବ। ୫ଟାରୁ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପକ୍ଷରୁ ସୂଚନା ମିଳିଛି। ବାହୁଡା ଯାତ୍ରା ପ୍ରସ୍ତୁତି ପାଇଁ ୫ଟାରୁ ଦର୍ଶନ ବନ୍ଦ କରାଯିବ। ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ନବମୀ ଦର୍ଶନ ହେବ।