ବଢୁଛି ହୀରାକୁଦର ଜଳସ୍ତର । ଉପରମୁଣ୍ଡରେ ବର୍ଷା ଯୋଗୁଁ ବଢୁଛି ମହାନଦୀର ଜଳସ୍ତର । ସକାଳ ୯ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୦୭ ଦଶମିକ ଶୂନ ଆଠ ଫୁଟ ଥିଲା । ଏବେ ପ୍ରତି ସେକେଣ୍ଡରେ ୯୦ ହଜାର ୧୨୧ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୩୯ ହଜାର ୮୭ କ୍ୟୁସେକ ଜଳ ।
Recover your password.
A password will be e-mailed to you.