କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜଅଁରା ଗାଁରେ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ୪ବଖରା ଘର ଜଳିଯାଇଛି । ଏଥିରେ ଜଣେ ସାମାନ୍ୟ ଆହତ ହୋଇଛନ୍ତି । ଗାଇ ଗୁହାଳରେ ଧୂଆଁ ଦିଆଯାଇଥିବା ବେଳେ ନିଆଁ ଚାରିଆଡେ ବ୍ୟାପି ଯାଇଥିଲା ।
ବିଳମ୍ବିତ ରାତିରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ ।
