Odia News Portal

ପରିବାରରେ ୩ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ

ଗୋଟିଏ ପରିବାରର ୩ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ । ବିଷ ପିଇ ମା, ଝିଅ ଓ ପୁଅଙ୍କ ଆତ୍ମହତ୍ୟା ଉଦ୍ୟମ ହୋଇଛି । ସୋହେଲା ଥାନା ମାଷ୍ଟରପଡାରେ ଏହିଭଳି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି । ବାପାଙ୍କ ମୃତ୍ୟୁ ପରେ ମାନସିକ ଦୁଶ୍ଚିନ୍ତାରେ ରହୁଥିବା ସୂଚନା ମିଳିଛି । ମା, ଝଅଙ୍କ ଅବସ୍ଥା ସ୍ଥିର ଥିବା ବେଳେ ପୁଅକୁ ବୁର୍ଲା ସ୍ଥାନାନ୍ତର କରାଯାଇଛି ।

ଗୋଟିଏ ପରିବାରର ୩ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ । ବିଇ ପିଇ ମା, ଝିଅ ଓ ପୁଅ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ବରଗଡ଼ ଜିଲ୍ଲା ସୋହେଲା ମାଷ୍ଟରପଡାରେ ଏଭଳି ଅଭାବନୀୟ ଘଟଣା ଘଟିଛି । ବର୍ତ୍ତମାନ ତିନି ଜଣଙ୍କୁ ସୋହେଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।