Odia News Portal

ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ

ମାନସ ମଙ୍ଗରାଜକୁ ନୂଆ ଦାୟିତ୍ୱ । ସାଂସଦ ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟସଭାରେ ବିଜୁ ଜନତା ଦଳ ମୁଖ୍ୟ ସଚେତକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ମାନସ ମଙ୍ଗରାଜ ।