Odia News Portal

ରାଜନାଥ ସିଂଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟି ଆଲେଚନା କଲେ ମୁଖ୍ୟମନ୍ତ୍ରୀ । ଦେଶ ତଥା ରାଜ୍ୟର ସୁରକ୍ଷା ଓ ବିକାଶ ନେଇ ଆଲୋଚନା କରିଛନ୍ତିି ।