ବିଦ୍ୟୁତ ଆଘାତରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ସିମୁଳିଆ ଥାନା ଝିଙ୍କିରିଆ ପଞ୍ଚାୟତ ଗଗନଧୂଳି ଗାଁରେ ଅଘଟଣ ଘଟିଛି । ଘଟଣାସ୍ଥଳରେ ଜଣେ, ଭଦ୍ରକ ମେଡିକାଲରେ ୨ ଜଣ ମୃତ୍ୟୁବରଣ କରିଛନ୍ତି । ପ୍ଲାଷ୍ଟର କାମ କଲା ବେଳେ ବିଦ୍ୟୁତ ତାର ଛିଣ୍ଡି ପଡିବାରୁ ଅଘଟଣ ଘଟିଥିଲା ।
Recover your password.
A password will be e-mailed to you.