ସୈାମ୍ୟଶ୍ରୀଙ୍କ ମୃତ୍ୟୁ ଖବରକୁ ନେଇ ଗଭୀର ମର୍ମାହତ କହିଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ଛାତ୍ରୀଙ୍କ ଅକାଳ ବିୟୋଗ ଶୁଣି ମୁଁ ଗଭୀର ମର୍ମାହତ । ଏହା କେବଳ ଏକ ଦୁଃଖଦ ଘଟଣା ନୁହେଁ, ଆମ କ୍ୟାମ୍ପସକୁ ସୁରକ୍ଷିତ ରଖିବାକୁ ଜରୁରୀ ଆବଶ୍ୟକତା ବୋଲି ମନେ ପକାଉଛି । ଆଇନ କଡା ପଦକ୍ଷେପ ନେବ, ସଂପୃକ୍ତ ବ୍ୟକ୍ତିଙ୍କୁ ଦଣ୍ଡ ମିଳିବ ।