Odia News Portal

ରାଉରକେଲାରେ ବଡ଼ ଧରଣର ବିମାନ ଦୁର୍ଘଟଣା, ୬ ଆହତ

ରାଉରକେଲାରେ ବଡ଼ ଧରଣର ବିମାନ ଦୁର୍ଘଟଣା ।  ଅବତରଣ କଲା ବେଳେ କ୍ରାସ କଲା ବିମାନ ।  ଭୁବନେଶ୍ବରରୁ ରାଉରକେଲା ଆସୁଥିଲା ଯାତ୍ରୀବାହୀ ବିମାନ ।  ରାଉରକେଲାରେ ବିମାନ କ୍ରାସ୍ ୬ ଆହତ ।  ରାଉରକେଲା ରଘୁନାଥପାଲିରେ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ । ଜଲଦା ଏ ବ୍ଲକରେ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ।  ଦୁର୍ଘଟଣାର ୬ ଜଣ ଆହତ ହୋଇଥିବା କହିଲେ ପରିବହନ ମନ୍ତ୍ରୀ ।  ୯ ସିଟର ବିମାନ ରାଉରେକଲାରୁ ଭୁବନେଶ୍ବର ଆସିଥିଲା ।  ୧୦ କିମି ଉଡାଣ ପରେ ଦୁର୍ଘଟଣା ହୋଇଥିବା କହିଲେ ମନ୍ତ୍ରୀ ।

ଭୁବନେଶ୍ବରରୁ ରାଉରକେଲା ଆସୁଥିଲା ଯାତ୍ରୀବାହୀ ବିମାନ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଦୁର୍ଘଟଣା ହୋଇଥିବା ସୂଚନା ।  ବିମାନରେ ଥିବା ଯାତ୍ରୀମାନେ ସୁରକ୍ଷିତ ଅଛନ୍ତି ।  ୪ ଯାତ୍ରୀ ଓ ୨ କ୍ରିଉ ମେମ୍ବର ଆହତ ହୋଇଥିବା ସୂଚନା ମିଳିଛି ।  ଦୁର୍ଘଟଣାସ୍ଥଳକୁ ଯାଉଛନ୍ତି ଉଦ୍ଧାରକାରୀ ଦଳ ଓ ଅଗ୍ନିଶମବାହିନୀ