ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ । ଆସନ୍ତାକାଲି ସକାଳ ୯ଟା ବେଳେ ପ୍ରକାଶ ପାଇବ ମ୍ୟାଟ୍ରିକ ପରୀକ୍ଷା ଫଳ। ଚଳିତ ବର୍ଷ ୫ ଲକ୍ଷ ୮୭ ହଜାର ୭୮୦ ପିଲା ପରୀକ୍ଷା ଦେଇଛନ୍ତି। ଫେବ୍ରୁଆରୀ ୨୨ରୁ ମାର୍ଚ୍ଚ ୮ ମଧ୍ୟରେ ହୋଇଥିଲା ମ୍ୟାଟ୍ରିକ ପରୀକ୍ଷା।