Odia News Portal

ଆତ୍ମହତ୍ୟା କଲେ ବାଚସ୍ପତି

ଆନ୍ଧ୍ର ପ୍ରଦେଶର ପୂର୍ବତନ ବାଚସ୍ପତି ତଥା ବରିଷ୍ଠ ଟିଡିପି ନେତା ଡା.କୋଡେଲା ଶିବା ପ୍ରସାଦ ରାଓଙ୍କ ସୋମବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ନିଜସ୍ୱ ବାସଭବନରେ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।