Odia News Portal

ଏୟାର ଏସିଆ ବିମାନ ଉଡ଼ାଣ ସମୟରେ ପରିବର୍ତ୍ତନ

ଭୁବନେଶ୍ବର () ଏୟାର ଏସିଆ ବିମାନ ଉଡ଼ାଣ ସମୟରେ ପରିବର୍ତ୍ତନ ହୋଇଛି। ନୂଆ ସମୟ ଅନୁଯାୟୀ, କୁଆଲାଲମ୍ପୁର-ଭୁବନେଶ୍ୱର ଏୟାର ଏସିଆ ବିମାନ ରାତି ୯ଟାରେ ପହଞ୍ଚିବ। ସେହିପରି ଏହି ବିମାନ ୯ଟା ୩୦ରେ ଭୁବନେଶ୍ୱରରୁ କୁଆଲାଲମ୍ପୁରକୁ ଯାତ୍ରା କରିବ। ଏନେଇ ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକଙ୍କ ସୂଚନା ଦେଇଛନ୍ତି।