ଭୁବନେଶ୍ୱର : ଭୁବନେଶ୍ୱରର ଶିଶୁ ଭବନ ଛକ ନିକଟରେ ପୁଲିସ ଓ କଂଗ୍ରେସ କର୍ମୀ ଧସ୍ତାଧସ୍ତି । କଂଗ୍ରେସ କର୍ମୀମାନେ କ୍ୟାଣ୍ଡେଲ ରାଲି କରି ନବୀନ ନିବାସ ଆଡକୁ ଯାଉଥିବା ବେଳେ ସେମାନଙ୍କୁ ପୁଲିସ ଅଟକାଇବା ପାଇଁ ଚେଷ୍ଟା କରିଥିଲା ।
ଏହାପରେ ପୁଲିସ ଏ କଂଗ୍ରେସ କର୍ମୀମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ପରେ କଂଗ୍ରେସ କର୍ମୀ ରାସ୍ତାରେ ବସି ବିରୋଧ ପ୍ରଦର୍ଶନ କରିଥିଲେ ।
