Odia News Portal

ମଧ୍ୟାହ୍ନ ଭୋଜନ ସହ କୁନି ପିଲାଙ୍କ ମେଳରେ ପାଣ୍ଡିଆନ

ବ୍ରହ୍ମପୁର() ଆଜି ସକାଳ ସମୟରେ ଗଞ୍ଜାମ ଜିଲ୍ଲା ଗସ୍ତ ଅବସରରେ ପ୍ରସିଦ୍ଧ ତାରାତାରିଣୀ ପୀଠ ପରିଦର୍ଶନ କରି ମନ୍ଦିରର ଉନ୍ନୟନ କାମ ସଂପର୍କରେ ସମୀକ୍ଷା କରିଛନ୍ତି ୫ଟି ସଚିବ ଭି.କେ ପଣ୍ଡିଆନ ।

ପ୍ରଥମେ ସେ ନନ୍ଦିକ ହାଇସ୍କୁଲ ପରିଦର୍ଶନ କରିଥିଲେ । ପରେ ପୁଟିଆପଦର, ଧୋବାହି, ସାହାପୁର, ଭାବନ୍ଧ ସ୍କୁଲ ଓ ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ସ୍କୁଲ ପରିଦର୍ଶନ କରିବା ସହ ସ୍କୁଲରେ ପିଲାଙ୍କ ସହ ମଧ୍ୟାହ୍ନ ଭୋଜନ ମଧ୍ୟ କରିଥିଲେ ଭି. କାର୍ତ୍ତିକେୟନ ପାଣ୍ଡିଆନ ।