Odia News Portal

ଓଡ଼ିଶାରେ ଚତୁର୍ଥ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ଓଡ଼ିଶାରେ ଚତୁର୍ଥ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଦୁବାଇରୁ ଫେରିଥିବା ଭଦ୍ରକ ଜିଲ୍ଲାର ଜଣେ ଯୁବକଙ୍କ କରୋନା ରିପୋର୍ଟ ପଜିଟିଭ ବାହାରିଛି । ଯୁବକଙ୍କ ବୟସ ୨୯ ହୋଇଥିବା ସୂଚନା ରହିଛି ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି।