Odia News Portal

ଆଜି ପୁଣି ୪୫୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ଆଜି ଆଉ ୪୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ସୁନ୍ଦରଗଡରୁ ୪୧, ନବରଙ୍ଗପୁରରୁ ୩୩, ଖୋର୍ଦ୍ଧାରୁ ୨୮, ବଲାଙ୍ଗିରରୁ ୨୬, କେନ୍ଦୁଝରରୁ ୧୭, ବାଲେଶ୍ୱରରୁ ୧୫, ଜଗତସିଂହପୁର ଓ ମାଲକାନଗିରିରୁ ୧୩ ଜଣ ଲେଖାଏଁ ଯାଜପୁର ଓ ଗଜପତିରୁ ୧୦ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।